Crab Curry (Kankada Tarakari) - Oriya Odia Recipe
ଆବଶ୍ୟକ ସାମଗ୍ରୀ: କଙ୍କଡ଼ା, ନଡ଼ିଆ କୋରା, ପିଆଜ, ଅଦା, ରସୁଣ, ପୋସ୍ତ, ଜୀରା, ଲବଙ୍ଗ, ଡାଲଗିନି, ଗୁଜୁରାତି, ଗୋଲମରିଚ, ଧନିଆ ଓ ତେଜପତ୍ର, ଲୁଣ, ହଳଦୀ ଗୁଣ୍ଡ ଓ ଲେମ୍ବୁ ରସ, ତେଲ, ଧନିଆଁପତ୍ର, କଞ୍ଚାଲଙ୍କା ।
ଆହୁରି ପଢ଼ନ୍ତୁ: ସୁଫିଆନା ପନିର ଟିକା (Saunfia Paneer Tikka recipe In Odia)
ପ୍ରସ୍ତୁତି ପ୍ରଣାଳୀ: ପ୍ରଥମେ କଙ୍କଡ଼ାକୁ ସଫା କରି ତାର ଛୋଟ ଗୋଡ଼କୁ କାଟି ଛାଣି ରଖନ୍ତୁ। କଙ୍କଡ଼ାରେ ଲୁଣ, ହଳଦୀ ଗୁଣ୍ଡ ଓ ଲେମ୍ବୁ ରସ ପକାଇ ମ୍ୟାରିନେଟ୍ କରି ରଖନ୍ତୁ। ନଡ଼ିଆ କୋରା, ପିଆଜ, ପୋସ୍ତ, ଜୀରା, ଲବଙ୍ଗ, ଡାଲଗିନି, ଗୁଜୁରାତି, ଗୋଲମରିଚ, ଧନିଆ ଓ ତେଜପତ୍ରକୁ ଭାଜି ବାଟି ରଖନ୍ତୁ।
କରେଇରେ ତେଲ ଗରମ କରି ଗୋଟା ମସଲା ଓ ପିଆଜ କଟା ପକାଇ ଭାଜନ୍ତୁ। ପିଆଜ ଭାଜି ହୋଇଗଲା ପରେ ସେଥିରେ ଲଙ୍କା ଗୁଣ୍ଡ, ହଳଦୀ ଗୁଣ୍ଡ, ଧନିଆପତ୍ର, ଟମାଟୋ, କଞ୍ଚାଲଙ୍କା, ଅଦାରସୁଣ ବଟା ପକାଇ ଭଲ ଭାବେ କଷନ୍ତୁ।ମସଲା ଅଳ୍ପ କଷି ହେବା ପରେ ପ୍ରସ୍ତୁତ ଥିବା ଗୋଟା ମସଲାବଟା ଓ ଲୁଣ ପକାଇ ଭଲଭାବେ ଗୋଳାନ୍ତୁ। ଏହାପରେ ମ୍ୟାରିନେଟ୍ କଙ୍କଡ଼ାକୁ ପକାଇ ଗୋଳାଇ ଘୋଷଣୀ ଘୋଡ଼ାଇ ଦିଅନ୍ତୁ।କିଛି ସମୟ ପରେ ଘୋଡ଼ଣୀ ବାହାର କରି ପ୍ରସ୍ତୁତ କଙ୍କଡ଼ା ଗୋଡ଼କୁ ପକାଇ ଗୋଳାନ୍ତୁ ଓ ଅଳ୍ପ ପାଣି ଦେଇ ଘୋଡ଼ଣି ଘୋଡ଼ାଇ ଦିଅନ୍ତୁ। ୨ରୁ ୫ ମିନିଟ୍ ପରେ ଘୋଡ଼ଣୀ ବାହାର କରି ଧନିଆଁପତ୍ର ଓ କଞ୍ଚାଲଙ୍କା ପକାଇ ଚୁଲିରୁ ଓହ୍ଲାନ୍ତୁ।

Keywords: କଙ୍କଡା ତରକାରୀ | Odia Kankada Tarkari | Crab Curry | Odia Kankada Tarkari | Crab And Potato Curry | Odia Crab Curry | କଙ୍କଡା ଝୋଳ|Spicy Crab Masala|KING CRAB | kankada jhola (crab curry) recipe | Authentic Tasty Crab Curry Recipe | Odia Kankada Tarkari